2 ବଂଶାବଳୀ 1:9 - ପବିତ୍ର ବାଇବଲ9 ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱର, ମୋର ବାପା ଦାଉଦଙ୍କୁ ଦେଇଥିବା ପ୍ରତିଜ୍ଞା ରକ୍ଷା କର। ଏକ ଅତି ବଡ଼ ଜାତିର ରାଜା ହେବା ନିମନ୍ତେ ତୁମ୍ଭେ ମୋତେ ମନୋନୀତ କରିଅଛ। ସେଠାରେ ଅନେକ ଲୋକ ଅଛନ୍ତି ସେମାନେ ପୃଥିବୀର ଧୂଳି ସଦୃଶ। Veja o Capítuloପବିତ୍ର ବାଇବଲ (Re-edited) - (BSI)9 ଏବେ, ହେ ସଦାପ୍ରଭୋ ପରମେଶ୍ଵର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ। Veja o Capítuloଓଡିଆ ବାଇବେଲ9 ଏବେ, ହେ ସଦାପ୍ରଭୁ ପରମେଶ୍ୱର, ମୋ’ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏବେ, ହେ ସଦାପ୍ରଭୋ ପରମେଶ୍ୱର, ମୋʼ ପିତା ଦାଉଦଙ୍କ ପ୍ରତି ତୁମ୍ଭର ପ୍ରତିଜ୍ଞା ସ୍ଥିରୀକୃତ ହେଉ; କାରଣ ତୁମ୍ଭେ ପୃଥିବୀର ଧୂଳି ତୁଲ୍ୟ ବହୁସଂଖ୍ୟକ ଏକ ଗୋଷ୍ଠୀ ଉପରେ ମୋତେ ରାଜା କରିଅଛ। Veja o Capítulo |