୨ ପିତର 1:9 - ପବିତ୍ର ବାଇବଲ9 ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା'ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି। Veja o Capítuloପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାଶୋରି ଯାଇଅଛି। Veja o Capítuloଓଡିଆ ବାଇବେଲ9 ମାତ୍ର ଏହି ସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି । Veja o Capítuloପବିତ୍ର ବାଇବଲ (CL) NT (BSI)9 କିନ୍ତୁ ଏହିସବୁ ଗୁଣ ଯାହାଠାରେ ନାହିଁ, ସେ ଅନ୍ଧ ଓ ଅଦୂରଦର୍ଶୀ; ତାହାର ପୂର୍ବକୃତ ସମସ୍ତ ପାପରୁ ପରିଷ୍କୃତ ହୋଇଛି ବୋଲି ସେ ଭୁଲି ଯାଇଛି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଏହିସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି। Veja o Capítulo |