A Bíblia On-line

- Anúncios -




୨ ଥେସଲନୀକୀୟ 1:7 - ପବିତ୍ର ବାଇବଲ

7 ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ୟ ଶାନ୍ତି ଦେବେ। ଯେତେବେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ୱର୍ଗଦୂତମାନଙ୍କ ସହିତ ସ୍ୱର୍ଗରୁ ଆସିବେ, ସେତେବେଳେ ପରମେଶ୍ୱର ଆମ୍ଭର ଦୁଃଖ ଉପଶମ କରିଦେବେ।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

7 ସେତେବେଳେ ତୁମ୍ଭମାନଙ୍କୁ କ୍ଳେଶ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ସ୍ଵରୂପେ କ୍ଳେଶ ଦେବା ଓ କ୍ଳେଶ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ଵରଙ୍କ ପକ୍ଷରେ ନ୍ୟାୟର ବିଷୟ;

Veja o Capítulo Cópia de

ଓଡିଆ ବାଇବେଲ

7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ୱରଙ୍କ ପକ୍ଷରେ ନ୍ୟାୟର ବିଷୟ;

Veja o Capítulo Cópia de

ପବିତ୍ର ବାଇବଲ (CL) NT (BSI)

7 ଈଶ୍ୱର ତୁମ ଦୁଃଖ ଭୋଗର ଅବସାନ ଘଟାଇ ଆମକୁ ମଧ୍ୟ ଆଶ୍ୱସ୍ତ କରିବେ। ଈଶ୍ୱର ଏହି କାର୍ଯ୍ୟ ସାଧନ କରିବେ, ଯେତେବେଳେ ପ୍ରଭୁ ଯୀଶୁ ତାଙ୍କର ମହାପରାକ୍ରାନ୍ତ ଦୂତମାନଙ୍କ ଗହଣରେ ସ୍ୱର୍ଗରୁ ଅବତରଣ କରିବେ।

Veja o Capítulo Cópia de

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କ୍ଳେଶ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;

Veja o Capítulo Cópia de




୨ ଥେସଲନୀକୀୟ 1:7

Siga-nos em:

Anúncios


Anúncios