ପ୍ରେରିତ 1:2 - ପବିତ୍ର ବାଇବଲ2 ମୁଁ ଯୀଶୁଙ୍କର ସମ୍ପୂର୍ଣ୍ଣ ଜୀବନ ସମ୍ପର୍କରେ ଆରମ୍ଭରୁ ତାହାଙ୍କୁ ସ୍ୱର୍ଗକୁ ନିଆଯିବା ପର୍ଯ୍ୟନ୍ତ ସବୁକିଛି ଲେଖିଛି। ଏହା ଘଟିବା ପୂର୍ବରୁ ଯୀଶୁ ନିଜେ ବାଛିଥିବା ପ୍ରେରିତମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଯୀଶୁ, ପ୍ରେରିତମାନେ କ’ଣ କରିବା ଉଚିତ୍, ସେହି କଥା କହିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)2 ସେହିଦିନ ପର୍ଯ୍ୟନ୍ତ ସେ ଯେ ଯେ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେସମସ୍ତ ବିଷୟ ଘେନି ମୁଁ ପ୍ରଥମ ପ୍ରବନ୍ଧଟି ଲେଖିଅଛି। Veja o Capítuloଓଡିଆ ବାଇବେଲ2 ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟ ନେଇ ମୁଁ ପ୍ରଥମ ଲୂକ ପୁସ୍ତକଟି ଲେଖିଅଛି । Veja o Capítuloପବିତ୍ର ବାଇବଲ (CL) NT (BSI)2 ସ୍ୱର୍ଗାରୋହଣ କରିବା ପର୍ଯ୍ୟନ୍ତ ଯେଉଁସବୁ କାର୍ଯ୍ୟ କରିଥିଲେ ଓ ଶିକ୍ଷା ଦେଇଥିଲେ, ସେସବୁ ବିଷୟରେ ଲେଖିଥିଲି। ସ୍ୱର୍ଗାରୋହଣ ପୂର୍ବରୁ ଯେଉଁମାନଙ୍କୁ ସେ ନିଜର ଶିଷ୍ୟ ରୂପେ ମନୋନୀତ କରିଥିଲେ, ସେମାନଙ୍କୁ ସେ ପବିତ୍ରଆତ୍ମାଙ୍କ ଶକ୍ତିରେ ଶିକ୍ଷା ଦେଇଥିଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟଗୁଡ଼ିକୁ ମୁଁ ପ୍ରଥମ ପୁସ୍ତକରେ ଲେଖିଅଛି। Veja o Capítulo |