କଲସୀୟ 1:9 - ପବିତ୍ର ବାଇବଲ9 ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ: ଯେପରି ପରମେଶ୍ୱର ଇଚ୍ଛା କରୁଥିବା ବିଷୟ ଗୁଡ଼ିକ ତୁମ୍ଭେମାନେ ସମ୍ପୂର୍ଣ୍ଣ ଜାଣିବ; ଯେପରି ତୁମ୍ଭମାନଙ୍କ ଜ୍ଞାନ ସାହାଯ୍ୟରେ ତୁମ୍ଭେମାନେ ଆଧ୍ୟାତ୍ମିକ ବିଷୟ ଗୁଡ଼ିକରେ ସମସ୍ତ ଜ୍ଞାନ ଓ ବୋଧଶକ୍ତି ମଧ୍ୟ ଲାଭ କରିବ; Veja o Capítuloପବିତ୍ର ବାଇବଲ (Re-edited) - (BSI)9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷା; ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ଵରଙ୍କ ଅଭିମତ ଜ୍ଞାତ ହୋଇ Veja o Capítuloଓଡିଆ ବାଇବେଲ9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ୱରଙ୍କ ଅଭିମତ ଜ୍ଞାତ ହୋଇ Veja o Capítuloପବିତ୍ର ବାଇବଲ (CL) NT (BSI)9 ଏହି କାରଣରୁ ତୁମ୍ଭମାନଙ୍କ ବିଷୟରେ ଶୁଣିବା ସମୟରୁ ଆମେ ସବୁବେଳେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ପବିତ୍ର ଆତ୍ମାଙ୍କ ପ୍ରଦତ୍ତ ସମସ୍ତ ଜ୍ଞାନ ଓ ବୁଝିବା ଶକ୍ତି ଦ୍ୱାରା ଈଶ୍ୱରଙ୍କ ଅଭିମତ ସମ୍ପୂର୍ଣ୍ଣ ରୂପେ ତୁମ୍ଭେମାନେ ଯେପରି ଜାଣି ପାରିବ, ଏଥିପାଇଁ ତୁମ୍ଭମାନଙ୍କ ନିମନ୍ତେ ଆମେ ପ୍ରାର୍ଥନା କରୁଛୁ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ Veja o Capítulo |