ଦାନିୟେଲ 1:1 - ପବିତ୍ର ବାଇବଲ1 ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ସୈନ୍ୟବାହିନୀ ସହ ଆସି ଯିରୁଶାଲମକୁ ଅବରୋଧ କଲା। Veja o Capítuloପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ଯିହୋୟାକୀମର ରାଜତ୍ଵର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। Veja o Capítuloଓଡିଆ ବାଇବେଲ1 ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ଯିହୋୟାକୀମ୍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା। Veja o Capítulo |