ଦାନିୟେଲ 1:14 - ପବିତ୍ର ବାଇବଲ14 ତେଣୁ ଗୃହରକ୍ଷୀ ଏ ବିଷୟରେ ଏକମତ ହୋଇ, ଦାନିୟେଲ, ହନାନିୟ, ମୀଶାୟେଲ ଏବଂ ଅସରିୟଙ୍କୁ ଦଶ ଦିନ ପର୍ଯ୍ୟନ୍ତ ପରୀକ୍ଷା କଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସେ ଏ ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Veja o Capítuloଓଡିଆ ବାଇବେଲ14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସେ ଏହି ବିଷୟରେ ସେମାନଙ୍କ କଥା ଗ୍ରାହ୍ୟ କରି ଦଶ ଦିନ ପର୍ଯ୍ୟନ୍ତ ସେମାନଙ୍କର ପରୀକ୍ଷା କଲା। Veja o Capítulo |