ଦାନିୟେଲ 1:2 - ପବିତ୍ର ବାଇବଲ2 ବର୍ତ୍ତମାନ ସଦାପ୍ରଭୁ ଯିହୋୟାକୀମ୍କୁ ପରାସ୍ତ କରିବା ପାଇଁ ନବୂଖଦ୍ନିତ୍ସରଙ୍କୁ ଅନୁମତି ଦେଲେ ଏବଂ ସେ କିଛି ପାତ୍ର ପରମେଶ୍ୱରଙ୍କ ମନ୍ଦିରରୁ ନେଇଗଲେ। ସେ ଶିନିୟର ଭୂମିକୁ ସବୁଗୁଡ଼ିକୁ ବହନ କରି ନେଲେ ଏବଂ ଆରଣା ଦେବତାମାନଙ୍କ ମନ୍ଦିର ଭଣ୍ତାରଗୃହରେ ସେସବୁ ରଖି ଦେଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ଵରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶସ୍ଥ ଆପଣା ଦେବ ମନ୍ଦିରକୁ ସେସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ତାର ଗୃହରେ ରଖିଲା। Veja o Capítuloଓଡିଆ ବାଇବେଲ2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହି ସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା। Veja o Capítulo |