ଦାନିୟେଲ 1:4 - ପବିତ୍ର ବାଇବଲ4 ରାଜା ଯିହୋୟାକୀମ୍ ଗ୍ଭହିଁଲେ ସ୍ୱାସ୍ଥ୍ୟବାନ୍, ସୁନ୍ଦର ଯୋଗ୍ୟ ଏବଂ ଜ୍ଞାନୀ ଯିହୁଦୀ ବାଳକମାନେ ଯେଉଁମାନେ ରାଜକୀୟ ସ୍ଥାନରେ ଠିଆ ହେବାକୁ ଯୋଗ୍ୟ ଥିଲେ ଏବଂ ଅସ୍ପନସ୍ ନପୁଂସକାଧିପତି ଭାଷା ଏବଂ କଲ୍ଦୀୟ ଲୋକମାନଙ୍କର ଲେଖା ଶିଖାଇବାକୁ ପଗ୍ଭରିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)4 ନିଖୁନ୍ତ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା। Veja o Capítuloଓଡିଆ ବାଇବେଲ4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା। Veja o Capítulo |