ଉପଦେଶକ 2:14 - ପବିତ୍ର ବାଇବଲ14 ଜ୍ଞାନବାନ ବ୍ୟକ୍ତି ଆଲୋକରେ ଗମନ କରେ, ମାତ୍ର ମୂର୍ଖ ବ୍ୟକ୍ତି ଅନ୍ଧକାରରେ ଗମନ କରେ। କିନ୍ତୁ ମୁଁ ଦେଖିଲି ଏକପ୍ରକାର ଘଟଣା ଉଭୟ ଜ୍ଞାନୀମାନଙ୍କ ଓ ମୂର୍ଖମାନଙ୍କ ପାଇଁ ଘଟୁଛି। ଶେଷରେ ଉଭୟ ମୃତ୍ୟୁବରଣ କରନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରଇ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟଇ, ଏହା ମୁଁ ଦେଖିଲି। Veja o Capítuloଓଡିଆ ବାଇବେଲ14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଜ୍ଞାନବାନର ଚକ୍ଷୁ ତାହାର ମସ୍ତକରେ ଥାଏ, ପୁଣି ମୂର୍ଖ ଅନ୍ଧକାରରେ ଭ୍ରମଣ କରେ, ତଥାପି ସମସ୍ତଙ୍କ ପ୍ରତି ଏକ ଦଶା ଘଟେ, ଏହା ମୁଁ ଦେଖିଲି। Veja o Capítulo |