ଏଫିସୀୟ 1:20 - ପବିତ୍ର ବାଇବଲ20 ଏହି ଶକ୍ତି ହେଉଛି ସେହି ଶକ୍ତି, ଯେଉଁ ଶକ୍ତି ବଳରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ଥିତ କରିଥିଲେ। ସ୍ୱର୍ଗ ରାଜ୍ୟରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ତାହାଙ୍କ ଡାହାଣ ପଟରେ ବସାଇ ଅଛନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)20 ସେହି ଶକ୍ତି ସେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ଵ, ପୁଣି ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, Veja o Capítuloଓଡିଆ ବାଇବେଲ20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, Veja o Capítuloପବିତ୍ର ବାଇବଲ (CL) NT (BSI)20 ବର୍ତ୍ତମାନ, ଆମ୍ଭମାନଙ୍କ ମଧ୍ୟରେ ସକ୍ରିୟ ଥିବା ସେହି ଶକ୍ତି ଦ୍ୱାରା ହିଁ ଈଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁତ୍ôଥତ କରି ତାଙ୍କୁ ସ୍ୱର୍ଗଲୋକରେ ନିଜ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ କରାଇ ଅଛନ୍ତି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, Veja o Capítulo |