ଏଫିସୀୟ 1:7 - ପବିତ୍ର ବାଇବଲ7 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ଆମ୍ଭେ ତାହାଙ୍କର ରକ୍ତ ମାଧ୍ୟମରେ ମୁକ୍ତ ହୋଇଛୁ। ପରମେଶ୍ୱରଙ୍କ ବହୁମୂଲ୍ୟ ଅନୁଗ୍ରହ ଦ୍ୱାରା ଆମ୍ଭର ପାପରୁ ଆମ୍ଭେ କ୍ଷମା ପାଇପାରୁ। Veja o Capítuloପବିତ୍ର ବାଇବଲ (Re-edited) - (BSI)7 ତାହାଙ୍କ ଅନୁଗ୍ରହରୂପ ନିଧି ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ତାହାଙ୍କ ରକ୍ତ ଦ୍ଵାରା ମୁକ୍ତି, ଅର୍ଥାତ୍, ଅପରାଧସବୁରୁ କ୍ଷମା ପ୍ରାପ୍ତ ହୋଇଅଛୁ। Veja o Capítuloଓଡିଆ ବାଇବେଲ7 ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ। Veja o Capítuloପବିତ୍ର ବାଇବଲ (CL) NT (BSI)7 ଖ୍ରୀଷ୍ଟଙ୍କ ମୃତ୍ୟୁ ଦ୍ୱାରା ଆମେ ମୁକ୍ତି ପାଇଛୁ, ଅର୍ଥାତ୍ ଆମର ସମସ୍ତ ପାପ କ୍ଷମା ହୋଇଅଛି। ଈଶ୍ୱରଙ୍କ ଅନୁଗ୍ରହ କେଡ଼େ ମହାନ୍! Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ। Veja o Capítulo |