ଏଫିସୀୟ 2:11 - ପବିତ୍ର ବାଇବଲ11 ତୁମ୍ଭେମାନେ ଅଣଯିହୂଦୀରୂପେ ଜନ୍ମ ଗ୍ରହଣ କରିଥିଲ। ତୁମ୍ଭମାନଙ୍କୁ ଯିହୂଦୀମାନେ “ଅସୁନ୍ନତ” ବୋଲି କହନ୍ତି। ସେମାନେ ନିଜକୁ “ସୁନ୍ନତ” ବୋଲି କହନ୍ତି। ଏହା ଏକ କାର୍ଯ୍ୟ, ଯାହାକୁ କି ସେମାନେ ନିଜ ଶରୀର ଉପରେ କରିଥା’ନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)11 ଅତଏବ, ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ଵନ୍ଧରେ ବିଜାତି ଥିଲ ଓ ଶାରୀରିକଭାବେ ହସ୍ତକୃତ ସୁନ୍ନତି ଲୋକମାନଙ୍କ ଦ୍ଵାରା ଅସୁନ୍ନତି ବୋଲି ଖ୍ୟାତ ହେଉଥିଲ, Veja o Capítuloଓଡିଆ ବାଇବେଲ11 ଅତଏବ ତୁମ୍ଭେମାନେ ପୁର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୂଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ, Veja o Capítuloପବିତ୍ର ବାଇବଲ (CL) NT (BSI)11 ନିଜର ଅତୀତ ଅବସ୍ଥା ସ୍ମରଣ କର: ଜାତିରେ ତୁମ୍ଭେମାନେ ଅଣଇହୁଦୀ ଥିଲ, ନିଜକୁ “ସୁନ୍ନତ୍” ବୋଲାଉଥିବା ଇହୁଦୀମାନେ ତୁମ୍ଭମାନଙ୍କୁ “ଅସୁନ୍ନତ୍” କହନ୍ତି। (ଏହା କେବଳ ଏକ ଶାରୀରିକ ଅବସ୍ଥାକୁ ବୁଝାଏ।) Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ, Veja o Capítulo |