ଏଫିସୀୟ 2:18 - ପବିତ୍ର ବାଇବଲ18 କାରଣ ଖ୍ରୀଷ୍ଟଙ୍କ ମାଧ୍ୟମରେ ହିଁ, ଏକ ଆତ୍ମା ହୋଇ ପରମପିତା ପାଖକୁ ଯିବାର ଅଧିକାର ଆମ୍ଭକୁ ମିଳିଲା। Veja o Capítuloପବିତ୍ର ବାଇବଲ (Re-edited) - (BSI)18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ଵାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ। Veja o Capítuloଓଡିଆ ବାଇବେଲ18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ । Veja o Capítuloପବିତ୍ର ବାଇବଲ (CL) NT (BSI)18 ଖ୍ରୀଷ୍ଟଙ୍କ ଦ୍ୱାରା ହିଁ ଇହୁଦୀ ଓ ଅଣଇହୁଦୀ ସମସ୍ତେ ଏକ ଆତ୍ମାରେ ପିତାଙ୍କ ସମ୍ମୁଖକୁ ଆସିବା ପାଇଁ ସକ୍ଷମ ହୋଇଛୁ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ। Veja o Capítulo |