ଏଫିସୀୟ 2:6 - ପବିତ୍ର ବାଇବଲ6 ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ତୁମ୍ଭେମାନେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବାରୁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁତ୍ଥିତ କଲେ ଓ ତାହାଙ୍କ ସହିତ ସ୍ୱର୍ଗୀୟ ସ୍ଥାନରେ ବସାଇ ଅଛନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)6 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ଵର୍ଗରେ ଉପବେଶନ କରାଇ ଅଛନ୍ତି, Veja o Capítuloଓଡିଆ ବାଇବେଲ6 ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, Veja o Capítuloପବିତ୍ର ବାଇବଲ (CL) NT (BSI)6 ଖ୍ରୀଷ୍ଟ ଯୀଶୁଙ୍କ ସହିତ ଏକ ହେବା ଦ୍ୱାରା ତାଙ୍କ ସହିତ ସ୍ୱର୍ଗରେ କର୍ତ୍ତୃତ୍ୱ କରିବା ପାଇଁ ସେ ଆମ୍ଭମାନଙ୍କୁ ମଧ୍ୟ ଉତ୍ଥିତ କରିଛନ୍ତି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି, Veja o Capítulo |