ଏଫିସୀୟ 3:12 - ପବିତ୍ର ବାଇବଲ12 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା, ନିର୍ଭୟରେ ପରମେଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ସ୍ୱାଧୀନତା ଅଛି। Veja o Capítuloପବିତ୍ର ବାଇବଲ (Re-edited) - (BSI)12 ସେହି ପ୍ରଭୁଙ୍କଠାରେ ବିଶ୍ଵାସ କରିବା ଦ୍ଵାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି ଈଶ୍ଵରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ। Veja o Capítuloଓଡିଆ ବାଇବେଲ12 ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ୱରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ । Veja o Capítuloପବିତ୍ର ବାଇବଲ (CL) NT (BSI)12 ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇଥିବାରୁ ଓ ତାଙ୍କଠାରେ ବିଶ୍ୱାସ କରୁଥିବାରୁ ଭରସାର ସହିତ ଈଶ୍ୱରଙ୍କ ସମ୍ମୁଖକୁ ଯିବା ପାଇଁ ଆମର ଏବେ ସାହସ ଅଛି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ। Veja o Capítulo |