ଏଫିସୀୟ 6:11 - ପବିତ୍ର ବାଇବଲ11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ। Veja o Capítuloପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ତାୟମାନ ହୋଇ ପାର, ଏଥିନିମନ୍ତେ ଈଶ୍ଵରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର। Veja o Capítuloଓଡିଆ ବାଇବେଲ11 ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇ ପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର । Veja o Capítuloପବିତ୍ର ବାଇବଲ (CL) NT (BSI)11 ଈଶ୍ୱରଦତ୍ତ ସମସ୍ତ ରଣସଜ୍ଜାରେ ସଜ୍ଜିତ ହୁଅ, ଯେପରି ଶୟତାନର କୁଚକ୍ରାନ୍ତରର ସମ୍ମୁଖୀନ ହେବା ପାଇଁ ସମର୍ଥ ହେବ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର। Veja o Capítulo |