A Bíblia On-line

- Anúncios -




ଏଫିସୀୟ 6:19 - ପବିତ୍ର ବାଇବଲ

19 ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହୋଇ, ସୁସମାଗ୍ଭରର ନିଗୂଢ଼ ସତ୍ୟ ପ୍ରକାଶ କରିପାରେ, ସେଥିନିମନ୍ତେ ପରମେଶ୍ୱର ମୋତେ ତାହାଙ୍କର ବାକ୍ୟ ପ୍ରଦାନ କଲେ।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ମୋʼ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଶୃଙ୍ଖଳାବଦ୍ଧ ରାଜଦୂତ ସ୍ଵରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ଵ ସାହସପୂର୍ବକ ଜଣାଇବାକୁ ପ୍ରଚାର କରିବା ସମୟରେ ବାକ୍ୟ ଦିଆଯିବ,

Veja o Capítulo Cópia de

ଓଡିଆ ବାଇବେଲ

19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,

Veja o Capítulo Cópia de

ପବିତ୍ର ବାଇବଲ (CL) NT (BSI)

19 ମୋ’ ପାଇଁ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାରର ନିଗୂଢ଼ ତତ୍ତ୍ୱ ଜଣାଇବାକୁ ଓ ନିର୍ଭୀକଭାବେ ତାହା ଘୋଷଣା କରିବାକୁ ଈଶ୍ୱର ମୋ’ ମୁଖରେ ଉପଯୁକ୍ତ ବାର୍ତ୍ତା ଦେବେ।

Veja o Capítulo Cópia de

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,

Veja o Capítulo Cópia de




ଏଫିସୀୟ 6:19

Siga-nos em:

Anúncios


Anúncios