ଏବ୍ରୀ 1:8 - ପବିତ୍ର ବାଇବଲ8 କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି: “ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ Veja o Capítuloପବିତ୍ର ବାଇବଲ (Re-edited) - (BSI)8 ଅନ୍ୟ ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ଵର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି ନ୍ୟାୟର ଦଣ୍ତ ତୁମ୍ଭର ରାଜଦଣ୍ତ ଅଟେ।” Veja o Capítuloଓଡିଆ ବାଇବେଲ8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, "ହେ ଈଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ ।'' Veja o Capítuloପବିତ୍ର ବାଇବଲ (CL) NT (BSI)8 ତାଙ୍କ ପୁତ୍ରଙ୍କ ସମ୍ପର୍କରେ ସେ କହିଥିଲେ, “ହେ ଈଶ୍ୱର, ତୁମର ରାଜ୍ୟ ଚିରକାଳ ସ୍ଥାୟୀ! ତୁମେ ନ୍ୟାୟଦଣ୍ଡରେ ତୁମ ଲୋକମାନଙ୍କୁ ଶାସନ କରୁଛ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଅପର ପକ୍ଷରେ ସେ ପୁତ୍ରଙ୍କ ବିଷୟରେ କହନ୍ତି, “ହେ ଈଶ୍ବର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ, ପୁଣି, ନ୍ୟାୟର ଦଣ୍ଡ ତୁମ୍ଭର ରାଜ୍ୟର ଦଣ୍ଡ ଅଟେ।” Veja o Capítulo |