ଯିରିମୀୟ 1:11 - ପବିତ୍ର ବାଇବଲ11 ଏହା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ଯଥା, “ହେ ଯିରିମିୟ, ତୁମ୍ଭେ କଅଣ ଦେଖୁଅଛ?” ମୁଁ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।” Veja o Capítuloପବିତ୍ର ବାଇବଲ (Re-edited) - (BSI)11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ କହିଲି, ମୁଁ ବାଦାମ ବୃକ୍ଷର ଏକ ଦଣ୍ତ ଦେଖୁଅଛି। Veja o Capítuloଓଡିଆ ବାଇବେଲ11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।” Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।” Veja o Capítulo |