ଯିରିମୀୟ 2:29 - ପବିତ୍ର ବାଇବଲ29 “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଅଛ? ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ପାପ କରିଅଛ।” ଏହା ସଦାପ୍ରଭୁ କହନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)29 ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ। Veja o Capítuloଓଡିଆ ବାଇବେଲ29 “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ ?” ସଦାପ୍ରଭୁ କହନ୍ତି, “ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।” Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ। Veja o Capítulo |