ଯିରିମୀୟ 3:20 - ପବିତ୍ର ବାଇବଲ20 ସଦାପ୍ରଭୁ କହନ୍ତି, ଯେପରି କୌଣସି ସ୍ତ୍ରୀ ନିଜ ସ୍ୱାମୀ ପ୍ରତି ବିଶ୍ୱାସଘାତକତା କରି ପରିତ୍ୟାଗ କରେ, ତୁମ୍ଭେ ଇସ୍ରାଏଲ ସେହିପରି ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛ। Veja o Capítuloପବିତ୍ର ବାଇବଲ (Re-edited) - (BSI)20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ଵାସଘାତକତାପୂର୍ବକ ଆପଣା ସ୍ଵାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ଵାସଘାତକତା କରିଅଛ। Veja o Capítuloଓଡିଆ ବାଇବେଲ20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।” Veja o Capítulo |