A Bíblia On-line

- Anúncios -




ଯୂନସ 1:17 - ପବିତ୍ର ବାଇବଲ

17 ଯେତେବେଳେ ଯୂନସ ସମୁଦ୍ରରେ ପଡ଼ିଲେ, ସେତେବେଳେ ସଦାପ୍ରଭୁ ଏକ ବିରାଟ ମାଛ ଯୂନସକୁ ଗିଲିବାକୁ ପଠାଇଲେ। ଯୂନସ ସେହି ମାଛ ଗର୍ଭରେ ତିନି ଦିନ ଓ ତିନି ରାତି ରହିଲା।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ଯୁନସଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।

Veja o Capítulo Cópia de

ଓଡିଆ ବାଇବେଲ

17 ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।

Veja o Capítulo Cópia de

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।

Veja o Capítulo Cópia de




ଯୂନସ 1:17

Siga-nos em:

Anúncios


Anúncios