ଯୂନସ 1:4 - ପବିତ୍ର ବାଇବଲ4 କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡ଼ି ସେହି ସମୁଦ୍ରକୁ ପ୍ରେରଣ କଲେ। ସେହି ବାତ୍ୟା ସମୁଦ୍ରକୁ ଅଶାନ୍ତ କରି ଦେଲା। ସେହି ଝଡ଼ ଅତି ଶକ୍ତିଶାଳୀ ଥିଲା ଏବଂ ନୌକାଟି ଭାଙ୍ଗି ଖଣ୍ତ ଖଣ୍ତ ହେବାକୁ ବସିଲା। Veja o Capítuloପବିତ୍ର ବାଇବଲ (Re-edited) - (BSI)4 ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ତ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। Veja o Capítuloଓଡିଆ ବାଇବେଲ4 ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା। Veja o Capítulo |