A Bíblia On-line

- Anúncios -




ଯୂନସ 1:7 - ପବିତ୍ର ବାଇବଲ

7 ତା'ପରେ ନାବିକମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଗୁଲିବାଣ୍ଟ ଫିଙ୍ଗି ଜାଣିବା, କାହିଁକି ଏ ଦୁଃଖ ଆମ୍ଭମାନଙ୍କ ଉପରେ ଘଟୁଛି।” ତେଣୁ ସେମାନେ ଗୁଲିବାଣ୍ଟ ଫିଙ୍ଗିଲେ। ଏହି ଗୁଲିବାଣ୍ଟ ଫିଙ୍ଗାରୁ ଜଣାଗଲା ଯୂନସ ଯୋଗୁଁ ଏ ଦୁଃଖ ଘଟିଲା।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ। ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।

Veja o Capítulo Cópia de

ଓଡିଆ ବାଇବେଲ

7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।

Veja o Capítulo Cópia de

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।

Veja o Capítulo Cópia de




ଯୂନସ 1:7

Siga-nos em:

Anúncios


Anúncios