ବିଳାପ 2:1 - ପବିତ୍ର ବାଇବଲ1 ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି। ସେ ଇସ୍ରାଏଲର ଗୌରବକୁ ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି। ପୁଣି ତାଙ୍କର କ୍ରୋଧର ଦିନରେ ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ଵର୍ଗରୁ ପୃଥିବୀକି ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି। Veja o Capítuloଓଡିଆ ବାଇବେଲ1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି। Veja o Capítulo |