ଲେବୀୟ ପୁସ୍ତକ 1:2 - ପବିତ୍ର ବାଇବଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରେ, ତେବେ ସେ ନିଜ ପାଳିତ ଗୋରୁ, ମେଷ କିମ୍ବା ଛେଳି ଉତ୍ସର୍ଗ କରୁ। Veja o Capítuloପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ। Veja o Capítuloଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ। Veja o Capítulo |