ଲେବୀୟ ପୁସ୍ତକ 2:14 - ପବିତ୍ର ବାଇବଲ14 “ପୁଣି ଯେବେ ତୁମ୍ଭେ ତୁମ୍ଭର ପ୍ରଥମଜାତ ଶସ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଶସ୍ୟ ନୈବେଦ୍ୟ ରୂପେ ଅଗ୍ନିରେ ଭଜା ତାଜା ଶସ୍ୟ ଉତ୍ସର୍ଗ କରିବ। Veja o Capítuloପବିତ୍ର ବାଇବଲ (Re-edited) - (BSI)14 ପୁଣି ଯେବେ ତୁମ୍ଭେ ଆପଣା ପ୍ରଥମଜାତ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ। Veja o Capítuloଓଡିଆ ବାଇବେଲ14 ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ। Veja o Capítulo |