ଲୂକ ଲିଖିତ ସୁସମାଚାର 1:35 - ପବିତ୍ର ବାଇବଲ35 ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହିଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହେବେ। ସେ ପରମେଶ୍ୱରଙ୍କ ପୁତ୍ରଭାବରେ ଖ୍ୟାତ ହେବେ। Veja o Capítuloପବିତ୍ର ବାଇବଲ (Re-edited) - (BSI)35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ପରାତ୍ପରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ଵରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। Veja o Capítuloଓଡିଆ ବାଇବେଲ35 ଦୂତ ତାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ । Veja o Capítuloପବିତ୍ର ବାଇବଲ (CL) NT (BSI)35 ସ୍ୱର୍ଗଦୂତ ଉତ୍ତର ଦେଲେ, “ପବିତ୍ର ଆତ୍ମା ତୁମ ଉପରେ ଅଧିଷ୍ଠାନ କରିବେ ଓ ଈଶ୍ୱରଙ୍କ ଶକ୍ତି ତୁମକୁ ଆବୃତ କରିବ। ଏହି ପବିତ୍ର ଶିଶୁ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଦୂତ ତାହାଙ୍କୁ ଉତ୍ତର ଦେଲେ, ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବୋରିବ, ଏଣୁ ଯେ ଜାତ ହେବେ, ସେ ପବିତ୍ର ଓ ଈଶ୍ବରଙ୍କ ପୁତ୍ର ବୋଲି ଖ୍ୟାତ ହେବେ। Veja o Capítulo |