ଲୂକ ଲିଖିତ ସୁସମାଚାର 1:65 - ପବିତ୍ର ବାଇବଲ65 ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ଯିହୂଦାର ସମସ୍ତ ପାହାଡ଼ିଆ ପ୍ରଦେଶରେ ଲୋକେ ଏହିସବୁ ଘଟଣା ବିଷୟରେ ଚର୍ଚ୍ଚା କରିବାକୁ ଲାଗିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)65 ଏଥିରେ ସେମାନଙ୍କ ପ୍ରତିବାସୀସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହିସମସ୍ତ କଥା ଯିହୁଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ, Veja o Capítuloଓଡିଆ ବାଇବେଲ65 ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ, Veja o Capítuloପବିତ୍ର ବାଇବଲ (CL) NT (BSI)65 ପ୍ରତିବାସୀମାନେ ସମସ୍ତେ ଭୟଭୀତ ହେଲେ ଏବଂ ଏହି ସବୁ ଘଟଣାର ସମ୍ବାଦ ପାର୍ବତ୍ୟ ଯିହୂଦା ଦେଶର ଚତୁର୍ଦ୍ଦିଗରେ ବ୍ୟାପିଗଲା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT65 ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ, Veja o Capítulo |