A Bíblia On-line

- Anúncios -




ଲୂକ ଲିଖିତ ସୁସମାଚାର 1:79 - ପବିତ୍ର ବାଇବଲ

79 ମୃତ୍ୟୁର ଭୟରେ ଅନ୍ଧକାର ଭିତରେ ବାସ କରୁଥିବା ଲୋକଙ୍କୁ ପରମେଶ୍ୱର ସାହାଯ୍ୟ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗରେ ବାଟ କଢ଼େଇ ନେବେ।”

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ଵାରା ପରିତ୍ରାଣଜ୍ଞାନ ଦେବା ନିମନ୍ତେ ତୁ ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।

Veja o Capítulo Cópia de

ଓଡିଆ ବାଇବେଲ

79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ପ୍ରଭୁଙ୍କର ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ ।

Veja o Capítulo Cópia de

ପବିତ୍ର ବାଇବଲ (CL) NT (BSI)

79 ଯେଉଁମାନେ ମୃତ୍ୟୁ ରୂପ ଅନ୍ଧକାର ଛାୟାରେ ବାସ କରନ୍ତି, ଶାନ୍ତି ପଥରେ ସେମାନଙ୍କୁ କଢ଼ାଇ ନେବା ପାଇଁ ସେ ସମସ୍ତଙ୍କ ଉପରେ ସ୍ୱର୍ଗରୁ ଆଲୋକ ପ୍ରଦାନ କରିବେ।”

Veja o Capítulo Cópia de

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।”

Veja o Capítulo Cópia de




ଲୂକ ଲିଖିତ ସୁସମାଚାର 1:79

Siga-nos em:

Anúncios


Anúncios