ଲୂକ ଲିଖିତ ସୁସମାଚାର 2:13 - ପବିତ୍ର ବାଇବଲ13 ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ: Veja o Capítuloପବିତ୍ର ବାଇବଲ (Re-edited) - (BSI)13 ପୁଣି, ଅକସ୍ମାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ଵର୍ଗୀୟ ବାହିନୀର ଗୋଟିଏ ବୃହତ୍ ଦଳ ଉପସ୍ଥିତ ହୋଇ ଈଶ୍ଵରଙ୍କ ସ୍ତବଗାନ କରୁ କରୁ କହିଲେ, Veja o Capítuloଓଡିଆ ବାଇବେଲ13 ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ, Veja o Capítuloପବିତ୍ର ବାଇବଲ (CL) NT (BSI)13 ହଠାତ୍ ସ୍ୱର୍ଗର ଅସଂଖ୍ୟ ଦୂତବାହିନୀ ସେହି ଦୂତଙ୍କ ସହିତ ଆବିର୍ଭୂତ ହୋଇ ଈଶ୍ୱରଙ୍କ ପ୍ରଶଂସା କରି ଗାୟନ କଲେ: Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ, Veja o Capítulo |