ଲୂକ ଲିଖିତ ସୁସମାଚାର 2:17 - ପବିତ୍ର ବାଇବଲ17 ମେଷପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟରେ ସ୍ୱର୍ଗଦୂତମାନେ ଯାହା କହିଥିଲେ, ତାହା ସେମାନେ ସମସ୍ତଙ୍କୁ କହିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)17 ସେମାନେ ଏହା ଦେଖି ସେହି ଶିଶୁଙ୍କ ସମ୍ଵନ୍ଧରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, Veja o Capítuloଓଡିଆ ବାଇବେଲ17 ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, Veja o Capítuloପବିତ୍ର ବାଇବଲ (CL) NT (BSI)17 ସ୍ୱର୍ଗଦୂତମାନେ ସେହି ଶିଶୁ ସମ୍ବନ୍ଧରେ ଯାହା କହିଥିଲେ, ମେଷପାଳକମାନେ ତାହା ସବୁ ସେମାନଙ୍କୁ ଜଣାଇଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ, Veja o Capítulo |