ଲୂକ ଲିଖିତ ସୁସମାଚାର 2:19 - ପବିତ୍ର ବାଇବଲ19 କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)19 କିନ୍ତୁ ମରୀୟମ ଏହିସମସ୍ତ କଥା ହୃଦୟରେ ରଖି ଆନ୍ଦୋଳନ କରିବାକୁ ଲାଗିଲେ। Veja o Capítuloଓଡିଆ ବାଇବେଲ19 କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ । Veja o Capítuloପବିତ୍ର ବାଇବଲ (CL) NT (BSI)19 ଏ ସମସ୍ତ ଘଟଣା ମରିୟମଙ୍କ ମନରେ ଚିରଦିନ ସ୍ମରଣୀୟ ହୋଇ ରହିଲା ଏବଂ ଏ ସମ୍ପର୍କରେ ସେ ଗଭୀର ଚିନ୍ତାମଗ୍ନ ହୋଇ ରହିଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ। Veja o Capítulo |