ଲୂକ ଲିଖିତ ସୁସମାଚାର 2:35 - ପବିତ୍ର ବାଇବଲ35 ଲୋକମାନଙ୍କ ମନ ଭିତରେ ଥିବା ଗୋପନକଥା ପ୍ରକାଶିତ ହେବ। ସେହି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।” Veja o Capítuloପବିତ୍ର ବାଇବଲ (Re-edited) - (BSI)35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ। Veja o Capítuloଓଡିଆ ବାଇବେଲ35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ । Veja o Capítuloପବିତ୍ର ବାଇବଲ (CL) NT (BSI)35 ଅନେକେ ତାଙ୍କୁ ବିରୋଧ କରି ନିଜ ହୃଦୟର ଗୁପ୍ତ ଚିନ୍ତା ସବୁ ପ୍ରକାଶ କରିବେ। ଦୁଃଖରୂପ ଏକ ତୀକ୍ଷ୍ଣ ଖଡ୍ଗ ତୁମ ନିଜ ହୃଦୟକୁ ବିଦୀର୍ଣ୍ଣ କରିବ।” Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ। Veja o Capítulo |