ଲୂକ ଲିଖିତ ସୁସମାଚାର 2:38 - ପବିତ୍ର ବାଇବଲ38 ସେ ସେହି ସମୟରେ ଶିଶୁ ଓ ତା'ର ବାପାମାଙ୍କ ପାଖକୁ ଆସିଲେ। ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଯେଉଁମାନେ ଯିରୁଶାଲମର ମୁକ୍ତିର ଅପେକ୍ଷାରେ ଥିଲେ, ସେହି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟରେ କହିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)38 ସେହି ଦଣ୍ତରେ ସେ ଉପସ୍ଥିତ ହୋଇ ଈଶ୍ଵରଙ୍କର ସ୍ତୁତିବାଦ କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ। Veja o Capítuloଓଡିଆ ବାଇବେଲ38 ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ । Veja o Capítuloପବିତ୍ର ବାଇବଲ (CL) NT (BSI)38 ଶିଶୁ ଯୀଶୁ ମନ୍ଦିରରେ ଉତ୍ସର୍ଗୀକୃତ ହେବାବେଳେ ହାନ୍ନା ସେଠାରେ ପହଞ୍ôଚ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ଈଶ୍ୱର ଯିରୂଶାଲମକୁ ଉଦ୍ଧାର କରିବେ ବୋଲି ଯେଉଁମାନେ ବିଶ୍ୱାସ କରି ଅପେକ୍ଷା କରୁଥିଲେ, ସେ ସମସ୍ତଙ୍କୁ ଶିଶୁଙ୍କ ବିଷୟରେ କହିଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ। Veja o Capítulo |