ଲୂକ ଲିଖିତ ସୁସମାଚାର 2:45 - ପବିତ୍ର ବାଇବଲ45 କିନ୍ତୁ ସେମାନେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସେମାନେ ଯୀଶୁଙ୍କୁ ଖୋଜି ଖୋଜି ଯିରୁଶାଲମ ଫେରି ଆସିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଲେଉଟିଗଲେ। Veja o Capítuloଓଡିଆ ବାଇବେଲ45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ । Veja o Capítuloପବିତ୍ର ବାଇବଲ (CL) NT (BSI)45 କିନ୍ତୁ ତାଙ୍କୁ ନ ପାଇ ସେମାନେ ଖୋଜି ଖୋଜି ଯିରୂଶାଲମକୁ ଆସିଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ। Veja o Capítulo |