ମଲାଖୀ 1:1 - ପବିତ୍ର ବାଇବଲ1 ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ଏହି ବାର୍ତ୍ତା ଥିଲା। ଏହି ବାର୍ତ୍ତା ପ୍ରଗ୍ଭର କରିବାକୁ ପରମେଶ୍ୱର ମଲାଖିକୁ ନିଯୁକ୍ତ କରିଥିଲେ। Veja o Capítuloପବିତ୍ର ବାଇବଲ (Re-edited) - (BSI)1 ମଲାଖିଙ୍କ ଦ୍ଵାରା ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ଭାରୋକ୍ତି। Veja o Capítuloଓଡିଆ ବାଇବେଲ1 ମଲାଖିଙ୍କ ଦ୍ୱାରା ଇସ୍ରାଏଲ ଲୋକମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମଲାଖିଙ୍କ ଦ୍ୱାରା ଇସ୍ରାଏଲ ଲୋକମାନଙ୍କ ପ୍ରତି ସଦାପ୍ରଭୁଙ୍କ ବାକ୍ୟ ଘୋଷଣା। Veja o Capítulo |