ମଲାଖୀ 1:7 - ପବିତ୍ର ବାଇବଲ7 ସଦାପ୍ରଭୁ କହିଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦି ଉପରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ। “ତଥାପି ତୁମ୍ଭେମାନେ କହୁଛ, ‘ଆମ୍ଭେମାନେ କ’ଣ ଖାଦ୍ୟକୁ ଅଶୁଚି କରୁଛୁ?’ ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦିକୁ ଅସମ୍ମାନ କରୁଛ। Veja o Capítuloପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେମାନେ ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୋଟୀ ଉତ୍ସର୍ଗ କରୁଅଛ, ତଥାପି କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ। Veja o Capítuloଓଡିଆ ବାଇବେଲ7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ। Veja o Capítulo |