ଗଣନା ପୁସ୍ତକ 1:4 - ପବିତ୍ର ବାଇବଲ4 ପ୍ରତ୍ୟେକ ପରିବାରବର୍ଗରୁ ଜଣେ ଅର୍ଥାତ୍ ପରିବାରବର୍ଗର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହାୟକ ହେବ। Veja o Capítuloପବିତ୍ର ବାଇବଲ (Re-edited) - (BSI)4 ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Veja o Capítuloଓଡିଆ ବାଇବେଲ4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ। Veja o Capítulo |