ଗଣନା ପୁସ୍ତକ 1:45 - ପବିତ୍ର ବାଇବଲ45 ଏହିରୂପେ ଇସ୍ରାଏଲର ସମସ୍ତ ଲୋକ କୋଡ଼ିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ନିଜ ନିଜ ପିତୃଗୃହ ଅନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା। Veja o Capítuloପବିତ୍ର ବାଇବଲ (Re-edited) - (BSI)45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Veja o Capítuloଓଡିଆ ବାଇବେଲ45 ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ। Veja o Capítulo |