ଗଣନା ପୁସ୍ତକ 1:52 - ପବିତ୍ର ବାଇବଲ52 ଇସ୍ରାଏଲୀୟ ଲୋକମାନେ ସେମାନଙ୍କର ଶିବିର ଅଲଗା ଅଲଗା ଦଳରେ ବିଭକ୍ତ କଲେ। ପ୍ରତ୍ୟେକର ନିଜ ଧ୍ୱଜା ରହିବା ଉଚିତ୍। Veja o Capítuloପବିତ୍ର ବାଇବଲ (Re-edited) - (BSI)52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ। Veja o Capítuloଓଡିଆ ବାଇବେଲ52 ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ। Veja o Capítulo |