ଗଣନା ପୁସ୍ତକ 2:12 - ପବିତ୍ର ବାଇବଲ12 “ରୁବେନ୍ର ଗୋଷ୍ଠୀ ଛାଉଣି ପାଖରେ ଶିମିୟୋନ ପରିବାରବର୍ଗ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମିୟୋନ ଲୋକମାନଙ୍କର ଅଧିପତି ହେବ। Veja o Capítuloପବିତ୍ର ବାଇବଲ (Re-edited) - (BSI)12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ; Veja o Capítuloଓଡିଆ ବାଇବେଲ12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ ସନ୍ତାନଗଣର ଅଧିପତି ହେବ; Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତାହା ପାଖରେ ଶିମୀୟୋନ ବଂଶ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ଅଧିପତି ହେବ; Veja o Capítulo |