ଗଣନା ପୁସ୍ତକ 3:12 - ପବିତ୍ର ବାଇବଲ12 “ମୁଁ ତୁମ୍ଭକୁ କହିଥିଲି ଇସ୍ରାଏଲର ପ୍ରତ୍ୟେକ ବଂଶର ପ୍ରଥମଜାତ ମୋର ସେବକ ହେବ। ବର୍ତ୍ତମାନ ଲେବୀୟମାନେ ମୋର ଅଧିକୃତ, ତେଣୁ ଇସ୍ରାଏଲୀୟମାନଙ୍କ ପ୍ରଥମଜାତ ପରିବର୍ତ୍ତେ ଲେବୀୟମାନେ ମୋର ହେବେ। Veja o Capítuloପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ। Veja o Capítuloଓଡିଆ ବାଇବେଲ12 “ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ। Veja o Capítulo |