A Bíblia On-line

- Anúncios -




ଗଣନା ପୁସ୍ତକ 3:38 - ପବିତ୍ର ବାଇବଲ

38 ମୋଶା, ହାରୋଣ ଓ ତାହାର ପୁତ୍ରଗଣ ଆବାସର ତମ୍ବୁସବୁ ପବିତ୍ର ତମ୍ବୁର ପୂର୍ବଦିଗ ସମ୍ମୁଖରେ ଛାଉଣି ସ୍ଥାପନ କରିବେ। ସେମାନେ ଇସ୍ରାଏଲର ଲୋକମାନଙ୍କ ନିମନ୍ତେ ପବିତ୍ର ସ୍ଥାନର ରକ୍ଷା କରିବେ। ଯଦି କୌଣସି ବିଦେଶୀ ଏହା ପାଖକୁ ଯାଏ, ତାକୁ ମୃତ୍ୟୁଦଣ୍ତ ଦିଆଯିବ।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

38 ପୁଣି ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ଵୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା ଓ ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।

Veja o Capítulo Cópia de

ଓଡିଆ ବାଇବେଲ

38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।

Veja o Capítulo Cópia de

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।

Veja o Capítulo Cópia de




ଗଣନା ପୁସ୍ତକ 3:38

Siga-nos em:

Anúncios


Anúncios