ଫିଲୀମନ 1:10 - ପବିତ୍ର ବାଇବଲ10 ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବେଦନ କରୁଛି। ମୁଁ ବନ୍ଦୀ ଗୃହରେ ଥିଲାବେଳେ ସେ ମୋର ସନ୍ତାନ ହୋଇଥିଲା। Veja o Capítuloପବିତ୍ର ବାଇବଲ (Re-edited) - (BSI)10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋʼଠାରୁ ଜାତ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି : Veja o Capítuloଓଡିଆ ବାଇବେଲ10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି: Veja o Capítuloପବିତ୍ର ବାଇବଲ (CL) NT (BSI)10 ତଥାପି ମୁଁ ବିନୟ ପୂର୍ବକ ଏହା କହୁଛି। ଏହି ବନ୍ଦୀ ଅବସ୍ଥାରେ ମୁଁ ଯାହାଙ୍କୁ ଖ୍ରୀଷ୍ଟଙ୍କ ଯୋଗୁଁ ନିଜ ପୁତ୍ର ସ୍ୱରୂପେ ପାଇଛି, ସେହି ଅନୀସିମସ୍ ପାଇଁ ମୋର ଏହି ଅନୁରୋଧ। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୋହର ଏପରି ବନ୍ଧନ ଅବସ୍ଥାରେ ମୋହର ଆତ୍ମିକ ବତ୍ସ ଅନୀସିମ ନିମନ୍ତେ ତୁମ୍ଭକୁ ଅନୁରୋଧ କରୁଅଛି: Veja o Capítulo |