ଫିଲୀମନ 1:13 - ପବିତ୍ର ବାଇବଲ13 ମୁଁ ବନ୍ଦୀ ଗୃହରେ ଥିବା ସମୟରେ ମୋତେ ସୁସମାଗ୍ଭର ପାଇଁ ସାହାଯ୍ୟ କରିବ ବୋଲି ତାହାକୁ ମୋ’ ସହିତ ରଖିବାକୁ ଗ୍ଭହୁଁଥିଲି। ମୋତେ ସାହାଯ୍ୟ କରିବା ଦ୍ୱାରା ସେ ତୁମ୍ଭର ସେବା କରିଥା’ନ୍ତା। Veja o Capítuloପବିତ୍ର ବାଇବଲ (Re-edited) - (BSI)13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା, Veja o Capítuloଓଡିଆ ବାଇବେଲ13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା, Veja o Capítuloପବିତ୍ର ବାଇବଲ (CL) NT (BSI)13 ଖ୍ରୀଷ୍ଟଙ୍କ ଶୁଭ ବାର୍ତ୍ତା ପ୍ରଚାର କରିବା ହେତୁ ମୁଁ ଏ ବନ୍ଦୀଶାଳାରେ ରହିଛି। ଏଠାରେ ଥିବା ଯାଏ ତୁମ ପରିବର୍ତ୍ତେ ତାକୁ ମୋ’ କାର୍ଯ୍ୟରେ ଲଗାଇବାକୁ ମୋର ଇଚ୍ଛା ଥିଲା। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସୁସମାଚାର ନିମନ୍ତେ ବନ୍ଧନ ଅବସ୍ଥାରେ ତାହାକୁ ତୁମ୍ଭ ସ୍ଥାନରେ ମୋହର ସେବା କରିବା ପାଇଁ ପାଖରେ ରଖିବାକୁ ମୋହର ମନ ହେଉଥିଲା, Veja o Capítulo |