A Bíblia On-line

- Anúncios -




ଫିଲୀମନ 1:20 - ପବିତ୍ର ବାଇବଲ

20 ତେଣୁ ହେ ମୋର ଭାଇ! ପ୍ରଭୁଙ୍କଠାରେ ତୁମ୍ଭେ ମୋ’ ପାଇଁ କିଛି ଆବଶ୍ୟକୀୟ ବିଷୟ କର ବୋଲି, ମୁଁ କୁହେ। ଖ୍ରୀଷ୍ଟଙ୍କଠାରେ ମୋ’ ହୃଦୟକୁ ଆଶ୍ୱାସନା ଦିଅ।

Veja o Capítulo Cópia de

ପବିତ୍ର ବାଇବଲ (Re-edited) - (BSI)

20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ଵାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ଵାସ ଦିଅ।

Veja o Capítulo Cópia de

ଓଡିଆ ବାଇବେଲ

20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ ।

Veja o Capítulo Cópia de

ପବିତ୍ର ବାଇବଲ (CL) NT (BSI)

20 ତେଣୁ ଭାଇ! ମୋ” ପରି ଜଣେ ଖ୍ରୀଷ୍ଟବିଶ୍ୱାସୀ ଭାଇକୁ ପ୍ରଭୁଙ୍କ ଲାଗି ଅନୁଗୃହୀତ କର - ଏହାଦ୍ୱାରା ମୁଁ ବିଶେଷ ଉତ୍ସାହିତ ହେବି।

Veja o Capítulo Cópia de

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ।

Veja o Capítulo Cópia de




ଫିଲୀମନ 1:20

Siga-nos em:

Anúncios


Anúncios