ଫିଲୀମନ 1:22 - ପବିତ୍ର ବାଇବଲ22 ମୋ’ ରହିବା ପାଇଁ ଗୋଟିଏ ବଖରା ମଧ୍ୟ ପ୍ରସ୍ତୁତ କର। ମୁଁ ଆଶାକରେ ଯେ ପରମେଶ୍ୱର ତୁମ୍ଭ ପ୍ରାର୍ଥନା ଶୁଣିବେ ଓ ମୁଁ ତୁମ୍ଭ ପାଖକୁ ଯିବାକୁ ସମର୍ଥ ହୋଇ ପାରିବି। Veja o Capítuloପବିତ୍ର ବାଇବଲ (Re-edited) - (BSI)22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ଵାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି। Veja o Capítuloଓଡିଆ ବାଇବେଲ22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି । Veja o Capítuloପବିତ୍ର ବାଇବଲ (CL) NT (BSI)22 ଏହା ସହିତ ମୋର ଆଉ ଏକ ଅନୁରୋଧ, ସେଠାରେ ମୋ’ ପାଇଁ ଗୋଟିଏ କୋଠରୀ ପ୍ରସ୍ତୁତ କରି ରଖ। ମୋର ବିଶ୍ୱାସ, ତୁମ ପ୍ରାର୍ଥନା ଫଳରେ ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି। Veja o Capítulo |