ଫିଲିପୀୟ 1:17 - ପବିତ୍ର ବାଇବଲ17 କିନ୍ତୁ ଅନ୍ୟ ଲୋକମାନେ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କରୁଛନ୍ତି କାରଣ ସେମାନେ ସ୍ୱାର୍ଥପର। ସେମାନେ ମନ୍ଦ ଅଭିପ୍ରାୟରେ ପ୍ରଗ୍ଭର କରନ୍ତି। ସେମାନେ ବନ୍ଦୀଘରେ ମୋ’ ପାଇଁ ବିପଦ ସୃଷ୍ଟି କରିବା ପାଇଁ ଗ୍ଭହାନ୍ତି। Veja o Capítuloପବିତ୍ର ବାଇବଲ (Re-edited) - (BSI)17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ଵାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି। Veja o Capítuloଓଡିଆ ବାଇବେଲ17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି । Veja o Capítuloପବିତ୍ର ବାଇବଲ (CL) NT (BSI)17 ଅନ୍ୟମାନେ ବିଶ୍ୱସ୍ତଭାବେ ଖ୍ରୀଷ୍ଟଙ୍କ ବାର୍ତ୍ତା ପ୍ରଚାର ନ କରି ସ୍ୱାର୍ଥପର ଉଦ୍ଦେଶ୍ୟ ନେଇ ତା’ କରିଛନ୍ତି। ମୁଁ ବନ୍ଦୀଶାଳାରେ ପଡ଼ିଥିବାବେଳେ ମୋ’ ମନରେ ଅଧିକ କଷ୍ଟ ଦେବାକୁ ସେମାନେ ତାହା କରୁଛନ୍ତି। Veja o Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି। Veja o Capítulo |